ସଶସ୍ତ୍ର CRPF ଯବାନଙ୍କ ଉପସ୍ଥିତିରେ ସକାଳେ ଏହି ଚଢ଼ାଉ ଆରମ୍ଭ ହୋଇଥିଲା।
ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ରେଡ୍ ହୋଇଥିବା ଜଣାପଡ଼ିଛି। ଆଜି ସକାଳୁ ସକାଳୁ କେନ୍ଦ୍ରୀୟ ଟିମ୍ ପକ୍ଷରୁ ଏହି ରେଡ୍ ଚାଲିଥିବା ସୂଚନା ମିଳିଛି।
ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ରେଡ୍ ହୋଇଥିବା ଜଣାପଡ଼ିଛି। ଆଜି ସକାଳୁ ସକାଳୁ କେନ୍ଦ୍ରୀୟ ଟିମ୍ ପକ୍ଷରୁ ଏହି ରେଡ୍ ଚାଲିଥିବା ସୂଚନା ମିଳିଛି। ପଦ୍ମପୁର ବହିଦାର ପଡାର ମହମ୍ମଦ ସାଜିଦ୍, ସାହୁପଡାର ମାନଭଞ୍ଜନ ସାହୁ ଓ ବଡପଡାର ଗଜୁ ଅଗ୍ରୱାଲଙ୍କ ଘରେ ଚଢଉ ଚାଲିଛି। ଘଟଣାସ୍ଥଳରେ ସଶସ୍ତ୍ର CRPF ଯବାନ ମୁତୟନ ହୋଇଛନ୍ତି।
0 Comments